ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ଏସ୍.ୟୁ.ସି.ଆଇ କମ୍ୟୁନିଷ୍ଟ ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟିର ତୀବ୍ର ନିନ୍ଦା ସହ ବିକ୍ଷୋଭ

ସର୍ବହରକ୍ରାନ୍ତି ତା 27.02.2022 – ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ଏସ୍.ୟୁ.ସି.ଆଇ କମ୍ୟୁନିଷ୍ଟ ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟିର ତୀବ୍ର ନିନ୍ଦା ସହ ଏକ ବିକ୍ଷୋଭ କମାପଲ୍ଲି ଛକ ନିକଟରେ ଅନୁଷ୍ଠିତ ହୋଯାଇଛି l ଏହି କାର୍ଯ୍ୟକ୍ରମରେ ଏସ୍.ୟୁ.ସି.ଆଇ(କମ୍ୟୁନିଷ୍ଟ) ଓଡିଶା ରାଜ୍ୟ କମିଟି ସମ୍ପାଦକ ମଣ୍ଡଳୀ ସଦସ୍ୟ ବିଷ୍ଣୁ ଦାସ, ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟିର ସମ୍ପାଦକ ସୋମନାଥ ବେହେରାଙ୍କ ସମେତ ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, ନାରାୟଣ ସାହୁ, କାମରାଜ ସାହୁ, ଶୁଭସ୍ମିତା ପାଣିଗ୍ରାହି, ସୌମ୍ୟ ରଞ୍ଜନ ଗୌଡ଼ ଆଦି ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *